Bible Explorer ଆପ୍ ପାଆନ୍ତୁ

ବାଇବେଲ › ଗୀତସଂହିତା › 134

IRV · ଅଧ୍ୟାୟ 134 / 150

ଗୀତସଂହିତା 134

1ଆରୋହଣ ଗୀତ। ଦେଖ, ହେ ସଦାପ୍ରଭୁଙ୍କ ଦାସସକଳ, ରାତ୍ରିକାଳରେ ସଦାପ୍ରଭୁଙ୍କ ଗୃହରେ ସେବା କରୁଥାଅ ଯେ ତୁମ୍ଭେମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର।

2ତୁମ୍ଭେମାନେ ଧର୍ମଧାମ ଆଡ଼େ ଆପଣା ଆପଣା ହସ୍ତ ଉଠାଅ ଓ ସଦାପ୍ରଭୁଙ୍କର ଧନ୍ୟବାଦ କର।

3ଆକାଶ ଓ ପୃଥିବୀର ନିର୍ମାଣକର୍ତ୍ତା ସଦାପ୍ରଭୁ ସିୟୋନରୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ।

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ (IRV, 2019) · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. (ପାଠ ଅପରିବର୍ତ୍ତିତ; ପାଦଟୀକା ଓ ଶୀର୍ଷକ ବାଦ ଦିଆଯାଇଛି) · eBible.org