Bible Explorer ଆପ୍ ପାଆନ୍ତୁ

ଅନୁସନ୍ଧାନ › ମାର୍ଗ › ଯିରୂଶାଲମ ସଭାକୁ

ମାର୍ଗ

ଯିରୂଶାଲମ ସଭାକୁ

ପାଉଲ ଓ ବର୍ଣ୍ଣବ୍ବା, ଆନ୍ତିୟଖିଆରୁ ଯାଇ ଫେରିବା · 3ଟି ବିରାମ · ସିଧା ରେଖାରେ ≈ 1,000 କି.ମି.

ଭୂମଧ୍ୟସାଗରଯର୍ଦ୍ଦନ ନଦୀସାଇପ୍ରସ୍ମୃତ ସାଗରଆନ୍ତିୟଖିଆଯିରୂଶାଲମ100 କିମି12

© OpenStreetMap contributors

ବିରାମସ୍ଥଳ

  1. ଆନ୍ତିୟଖିଆପ୍ରେରି 14:26ସେଠାରୁ ସେମାନେ ଆନ୍ତିୟଖିଆକୁ ଜାହାଜରେ ଯାତ୍ରା କଲେ; ସେମାନେ ଯେଉଁ କାର୍ଯ୍ୟ ସାଧନ କରିଥିଲେ, ତାହା କରିବା ନିମନ୍ତେ ଈଶ୍ବରଙ୍କ ଅନୁଗ୍ରହରେ ସମର୍ପିତ ହୋଇ ସେ ସ୍ଥାନରୁ ବାହାରିଥିଲେ।
  2. ଯିରୂଶାଲମପ୍ରେରି 15:4ପରେ ସେମାନେ ଯିରୂଶାଲମ ସହରରେ ଉପସ୍ଥିତ ହୋଇ ମଣ୍ଡଳୀ ପୁଣି, ପ୍ରେରିତ ଓ ପ୍ରାଚୀନମାନଙ୍କ ଦ୍ୱାରା ଅଭ୍ୟର୍ଥନା ପ୍ରାପ୍ତ ହେଲେ, ଆଉ ଈଶ୍ବର ସେମାନଙ୍କ ସାଙ୍ଗରେ ଥାଇ ଯେ ସମସ୍ତ କାର୍ଯ୍ୟ କରିଥିଲେ, ସେହିସବୁ ବର୍ଣ୍ଣନା କଲେ।
  3. ଆନ୍ତିୟଖିଆପ୍ରେରି 15:30ସେମାନେ ବିଦାୟ ହୋଇ ଆନ୍ତିୟଖିଆକୁ ଆସିଲେ ଆଉ ଶିଷ୍ୟସମୂହକୁ ଏକତ୍ର କରି ପତ୍ର ଖଣ୍ଡିକ ଦେଲେ।

ରେଖାଗୁଡ଼ିକ ପାଠର କ୍ରମରେ ବିରାମସ୍ଥଳଗୁଡ଼ିକୁ ଯୋଡ଼େ। ଯେଉଁଠାରେ ରେଖା ଭୂମିର ଗଠନ ଅନୁସରଣ କରେ, ତାହା ଜଣେ ପଣ୍ଡିତ ପୁନର୍ଗଠନ କରିଥିବା ସମ୍ଭାବ୍ୟ ପଥ; ଅନ୍ୟତ୍ର ସିଧା ରେଖା — ପଥ ଜଣା ନାହିଁ। ଦୂରତା ବିରାମସ୍ଥଳ ମଧ୍ୟରେ ସିଧା ରେଖାରେ। ଭଙ୍ଗା ରେଖା: ଜାହାଜରେ। ଫିକା: ସ୍ଥାନ ଅନିଶ୍ଚିତ।

ପ୍ରତ୍ୟେକ ବିନ୍ଦୁ ସବୁଠାରୁ ସମ୍ଭାବ୍ୟ ଅବସ୍ଥାନ; ଫିକା ବିନ୍ଦୁ ଅର୍ଥ ଚିହ୍ନଟ ଅନିଶ୍ଚିତ। ଅବସ୍ଥାନ ଅଜ୍ଞାତ ଥିବା ସ୍ଥାନ ମାନଚିତ୍ରରେ ନାହିଁ।

ଉତ୍ସ: OpenBible.info, CC BY 4.0 · UBS Bible Routes, Dr Leen Ritmeyer © United Bible Societies 2023, CC BY-SA 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର