Bible Explorer ଆପ୍ ପାଆନ୍ତୁ

ଅନୁସନ୍ଧାନ › ମାର୍ଗ › ମିସରକୁ ବିକ୍ରୀ ହୋଇଥିବା ଯୋଷେଫ

ମାର୍ଗ

ମିସରକୁ ବିକ୍ରୀ ହୋଇଥିବା ଯୋଷେଫ

ହିବ୍ରୋଣ ଉପତ୍ୟକାରୁ ଦୋଥନ, ତା’ପରେ ମିସର · 4ଟି ବିରାମ · ସିଧା ରେଖାରେ ≈ 550 କି.ମି.

ଭୂମଧ୍ୟସାଗରମିସରର ନଦୀନେଗେଭ୍ହିବ୍ରୋଣର ତଳ ଭୂମିଶିଖିମଦୋଥନମିସର100 କିମି1234

© OpenStreetMap contributors

ବିରାମସ୍ଥଳ

  1. ହିବ୍ରୋଣର ତଳ ଭୂମିଆଦି 37:14ସେତେବେଳେ ଇସ୍ରାଏଲ ତାହାକୁ କହିଲେ, “ତୁମ୍ଭେ ଯାଇ ତୁମ୍ଭର ଭ୍ରାତୃଗଣ ଓ ପଶୁପଲ ଭଲ ଅଛନ୍ତି କି ନାହିଁ, ତାହା ଦେଖି ମୋʼ ନିକଟକୁ ସମ୍ବାଦ ଆଣ।” ଏହିରୂପେ ସେ ହିବ୍ରୋଣର ତଳ ଭୂମିରୁ ଯୋଷେଫକୁ ପଠାନ୍ତେ, ସେ ଶିଖିମରେ ଉପସ୍ଥିତ ହେଲା।
  2. ଶିଖିମଆଦି 37:14ସେତେବେଳେ ଇସ୍ରାଏଲ ତାହାକୁ କହିଲେ, “ତୁମ୍ଭେ ଯାଇ ତୁମ୍ଭର ଭ୍ରାତୃଗଣ ଓ ପଶୁପଲ ଭଲ ଅଛନ୍ତି କି ନାହିଁ, ତାହା ଦେଖି ମୋʼ ନିକଟକୁ ସମ୍ବାଦ ଆଣ।” ଏହିରୂପେ ସେ ହିବ୍ରୋଣର ତଳ ଭୂମିରୁ ଯୋଷେଫକୁ ପଠାନ୍ତେ, ସେ ଶିଖିମରେ ଉପସ୍ଥିତ ହେଲା।
  3. ଦୋଥନଆଦି 37:17ସେ ମନୁଷ୍ୟ କହିଲା, “ସେମାନେ ଏଠାରୁ ଯାଇଅଛନ୍ତି; କାରଣ ମୁଁ ଶୁଣିଥିଲି, ‘ସେମାନେ ଦୋଥନକୁ ଯିବେ ବୋଲି କହୁଥିଲେ।’” ଏଣୁ ଯୋଷେଫ ଆପଣା ଭାଇମାନଙ୍କ ପଛେ ପଛେ ଯାଇ ଦୋଥନରେ ସେମାନଙ୍କର ଦେଖା ପାଇଲା।
  4. ମିସରଆଦି 37:28ସେତେବେଳେ ସେହି ମିଦୀୟନୀୟ ବଣିକମାନେ ନିକଟକୁ ଆସନ୍ତେ, ସେମାନେ ଯୋଷେଫକୁ ଗର୍ତ୍ତ ମଧ୍ୟରୁ ଉପରକୁ ଟାଣି ଆଣିଲେ; ପୁଣି, ଇଶ୍ମାୟେଲୀୟମାନଙ୍କଠାରୁ କୋଡ଼ିଏ ଶେକେଲ ରୌପ୍ୟ ମୁଦ୍ରା ନେଇ ଯୋଷେଫକୁ ବିକ୍ରୟ କରିଦେଲେ; ତହିଁରେ ସେମାନେ ଯୋଷେଫକୁ ମିସର ଦେଶକୁ ନେଇଗଲେ।

ରେଖାଗୁଡ଼ିକ ପାଠର କ୍ରମରେ ପଡ଼ାବଗୁଡ଼ିକୁ ଯୋଡ଼େ — ରାସ୍ତାଗୁଡ଼ିକ ନିଜେ ଜଣାନାହିଁ। ଡ୍ୟାସ୍ ରେଖା: ଜାହାଜରେ। ଫିକା: ଅବସ୍ଥାନ ଅନିଶ୍ଚିତ।

ପ୍ରତ୍ୟେକ ବିନ୍ଦୁ ସବୁଠାରୁ ସମ୍ଭାବ୍ୟ ଅବସ୍ଥାନ; ଫିକା ବିନ୍ଦୁ ଅର୍ଥ ଚିହ୍ନଟ ଅନିଶ୍ଚିତ। ଅବସ୍ଥାନ ଅଜ୍ଞାତ ଥିବା ସ୍ଥାନ ମାନଚିତ୍ରରେ ନାହିଁ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର