ଅନୁସନ୍ଧାନ › ମାର୍ଗ › ଦକ୍ଷିଣରେ ଯିହୋଶୂୟଙ୍କ ଅଭିଯାନ
ମାର୍ଗ
ଦକ୍ଷିଣରେ ଯିହୋଶୂୟଙ୍କ ଅଭିଯାନ
ଗିଲ୍ଗଲରୁ ଗିବୀୟୋନ, ଲାଖୀଶ, ହିବ୍ରୋଣ ଓ ଦବୀର · 11ଟି ବିରାମ · ସିଧା ରେଖାରେ ≈ 210 କି.ମି.
ଯେଉଁଠାରେ ରେଖା ଭୂମିର ଗଠନ ଅନୁସରଣ କରେ, ସେଠାରେ ତାହା ଜଣେ ପଣ୍ଡିତ ପୁନର୍ଗଠନ କରିଥିବା ସମ୍ଭାବ୍ୟ ରାସ୍ତା। ଦୂରତା ବିରାମଗୁଡ଼ିକ ମଧ୍ୟରେ ସିଧା ରେଖାରେ, ଆନୁମାନିକ; ପାଦରେ ଦିନ ପ୍ରତିଦିନ ପ୍ରାୟ 30 କି.ମି. ଧରି ଗଣାଯାଇଛି।
ବିରାମସ୍ଥଳ
- ଗିଲ୍ଗଲ୍ଯିହୋ 10:7
ତହିଁରେ ଯିହୋଶୂୟ ଓ ତାଙ୍କ ସହିତ ସମସ୍ତ ଯୋଦ୍ଧା ଓ ମହାବିକ୍ରମଶାଳୀ ସମସ୍ତ ଲୋକ ଗିଲ୍ଗଲ୍ରୁ ଯାତ୍ରା କଲେ।
- ଗିବୀୟୋନ୍ଯିହୋ 10:10
ସେତେବେଳେ ସଦାପ୍ରଭୁ ଇସ୍ରାଏଲ ସାକ୍ଷାତରେ ସେମାନଙ୍କୁ ଉଦ୍ବିଗ୍ନ କଲେ ଓ ସେ ଗିବୀୟୋନ୍ରେ ସେମାନଙ୍କୁ ମହାସଂହାରରେ ସଂହାର କଲେ, ପୁଣି ବେଥ୍-ହୋରଣର ଘାଟି ପଥ ଦେଇ ସେମାନଙ୍କୁ ଘଉଡ଼ାଇ ଦେଲେ, ଆଉ ଅସେକା ଓ ମକ୍କେଦା ପର୍ଯ୍ୟନ୍ତ ସେମାନଙ୍କୁ ଆଘାତ କଲେ।
- ବେଥ୍-ହୋରଣଯିହୋ 10:10
ସେତେବେଳେ ସଦାପ୍ରଭୁ ଇସ୍ରାଏଲ ସାକ୍ଷାତରେ ସେମାନଙ୍କୁ ଉଦ୍ବିଗ୍ନ କଲେ ଓ ସେ ଗିବୀୟୋନ୍ରେ ସେମାନଙ୍କୁ ମହାସଂହାରରେ ସଂହାର କଲେ, ପୁଣି ବେଥ୍-ହୋରଣର ଘାଟି ପଥ ଦେଇ ସେମାନଙ୍କୁ ଘଉଡ଼ାଇ ଦେଲେ, ଆଉ ଅସେକା ଓ ମକ୍କେଦା ପର୍ଯ୍ୟନ୍ତ ସେମାନଙ୍କୁ ଆଘାତ କଲେ।
- ଅସେକାଯିହୋ 10:10

- ମକ୍କେଦାଯିହୋ 10:16
ଏଥିମଧ୍ୟରେ ସେହି ପାଞ୍ଚ ରାଜା ପଳାଇ ମକ୍କେଦା ଗୁମ୍ଫାରେ ଆପଣାମାନଙ୍କୁ ଲୁଚାଇଲେ।
- ଲିବ୍ନାଯିହୋ 10:29
ଏଥିଉତ୍ତାରେ ଯିହୋଶୂୟ ଓ ତାଙ୍କ ସଙ୍ଗେ ସମସ୍ତ ଇସ୍ରାଏଲ ମକ୍କେଦାରୁ ଲିବ୍ନାକୁ ଗଲେ ଓ ଲିବ୍ନା ପ୍ରତିକୂଳରେ ଯୁଦ୍ଧ କଲେ;
- ଲାଖୀଶ୍ଯିହୋ 10:31
ଏଉତ୍ତାରେ ଯିହୋଶୂୟ ଓ ତାଙ୍କ ସଙ୍ଗେ ସମସ୍ତ ଇସ୍ରାଏଲ ଲିବ୍ନାରୁ ଲାଖୀଶ୍କୁ ଯାଇ ତହିଁ ନିକଟରେ ଛାଉଣି କରି ତହିଁ ବିରୁଦ୍ଧରେ ଯୁଦ୍ଧ କଲେ।
- ଇଗ୍ଲୋନ୍ଯିହୋ 10:34
ତହୁଁ ଯିହୋଶୂୟ ଓ ତାଙ୍କ ସଙ୍ଗେ ସମସ୍ତ ଇସ୍ରାଏଲ ଲାଖୀଶ୍ରୁ ଇଗ୍ଲୋନ୍କୁ ଗଲେ ଓ ସେମାନେ ତହିଁ ନିକଟରେ ଛାଉଣି କରି ତହିଁ ବିରୁଦ୍ଧରେ ଯୁଦ୍ଧ କଲେ।
- ହିବ୍ରୋଣଯିହୋ 10:36
ଏଉତ୍ତାରେ ଯିହୋଶୂୟ ଓ ତାଙ୍କ ସଙ୍ଗେ ସମସ୍ତ ଇସ୍ରାଏଲ ଇଗ୍ଲୋନ୍ରୁ ହିବ୍ରୋଣକୁ ଗଲେ ଓ ସେମାନେ ତହିଁ ପ୍ରତିକୂଳରେ ଯୁଦ୍ଧ କଲେ;
- ଦବୀରଯିହୋ 10:38
ଏଥିଉତ୍ତାରେ ଯିହୋଶୂୟ ଓ ତାଙ୍କ ସଙ୍ଗେ ସମସ୍ତ ଇସ୍ରାଏଲ ଦବୀରକୁ ଫେରିଲେ ଓ ତହିଁ ପ୍ରତିକୂଳରେ ଯୁଦ୍ଧ କଲେ।
- ଗିଲ୍ଗଲ୍ଯିହୋ 10:43
ଏଉତ୍ତାରେ ଯିହୋଶୂୟ ଓ ତାଙ୍କ ସଙ୍ଗେ ସମସ୍ତ ଇସ୍ରାଏଲ ଗିଲ୍ଗଲ୍ ଛାଉଣିକୁ ଫେରି ଆସିଲେ।
ରେଖାଗୁଡ଼ିକ ପାଠର କ୍ରମରେ ବିରାମସ୍ଥଳଗୁଡ଼ିକୁ ଯୋଡ଼େ। ଯେଉଁଠାରେ ରେଖା ଭୂମିର ଗଠନ ଅନୁସରଣ କରେ, ତାହା ଜଣେ ପଣ୍ଡିତ ପୁନର୍ଗଠନ କରିଥିବା ସମ୍ଭାବ୍ୟ ପଥ; ଅନ୍ୟତ୍ର ସିଧା ରେଖା — ପଥ ଜଣା ନାହିଁ। ଦୂରତା ବିରାମସ୍ଥଳ ମଧ୍ୟରେ ସିଧା ରେଖାରେ। ଭଙ୍ଗା ରେଖା: ଜାହାଜରେ। ଫିକା: ସ୍ଥାନ ଅନିଶ୍ଚିତ।
ପ୍ରତ୍ୟେକ ବିନ୍ଦୁ ସବୁଠାରୁ ସମ୍ଭାବ୍ୟ ଅବସ୍ଥାନ; ଫିକା ବିନ୍ଦୁ ଅର୍ଥ ଚିହ୍ନଟ ଅନିଶ୍ଚିତ। ଅବସ୍ଥାନ ଅଜ୍ଞାତ ଥିବା ସ୍ଥାନ ମାନଚିତ୍ରରେ ନାହିଁ।
ଉତ୍ସ: OpenBible.info, CC BY 4.0 · UBS Bible Routes, Dr Leen Ritmeyer © United Bible Societies 2023, CC BY-SA 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର