Bible Explorer ଆପ୍ ପାଆନ୍ତୁ

ଅନୁସନ୍ଧାନ › ମାର୍ଗ › ପାଉଲଙ୍କ ପ୍ରଥମ ଯାତ୍ରା

ମାର୍ଗ

ପାଉଲଙ୍କ ପ୍ରଥମ ଯାତ୍ରା

ବର୍ଣ୍ଣବ୍ବାଙ୍କ ସହିତ ସାଇପ୍ରସ୍ ଓ ଗାଲାତୀୟକୁ · 15ଟି ବିରାମ · ସିଧା ରେଖାରେ ≈ 1,980 କି.ମି.

ସାଇପ୍ରସ୍କିଲିକିୟାଆନ୍ତିୟଖିଆସେଲୂକିଆକୁସାଲାମିପାଫପର୍ଗୀଆନ୍ତିୟଖିଆଇକନୀୟଲୁସ୍ତ୍ରାଦର୍ବୀଆତ୍ତାଲିଆ100 କିମି12345678914

© OpenStreetMap contributors

ବିରାମସ୍ଥଳ

  1. ଆନ୍ତିୟଖିଆପ୍ରେରି 13:1ସେତେବେଳେ ଆନ୍ତିୟଖିଆସ୍ଥିତ ମଣ୍ଡଳୀରେ ବର୍ଣ୍ଣବ୍ବା, ଶିମିୟୋନ, ଯାହାଙ୍କୁ ନିଗର ବୋଲି କହନ୍ତି, କୂରୀଣୀୟ ଲୂକୀୟ, ସାମନ୍ତରାଜା ହେରୋଦଙ୍କ ସହପାଳିତ ମନହେମ୍‍ ଓ ଶାଉଲ, ଏହିପରି ଭାବବାଦୀ ଓ ଶିକ୍ଷକମାନେ ଥିଲେ।
  2. ସେଲୂକିଆକୁପ୍ରେରି 13:4ଏହି ପ୍ରକାରେ ସେମାନେ ପବିତ୍ର ଆତ୍ମାଙ୍କ ଦ୍ୱାରା ପ୍ରେରିତ ହୋଇ ସେଲୂକିଆକୁ ଗଲେ; ସେଠାରୁ ସେମାନେ ଜାହାଜରେ ଚଢ଼ି ସାଇପ୍ରସ୍ ଦ୍ବୀପକୁ ଗଲେ।
  3. ସାଲାମିଜାହାଜରେପ୍ରେରି 13:5ସେମାନେ ସାଲାମି ସହରରେ ପହଞ୍ଚିଲା ଉତ୍ତାରେ ଯିହୁଦୀମାନଙ୍କ ସମସ୍ତ ସମାଜଗୃହରେ ଈଶ୍ବରଙ୍କ ବାକ୍ୟ ପ୍ରଚାର କରିବାକୁ ଲାଗିଲେ; ଆଉ ଯୋହନ ମଧ୍ୟ ପରିଚାରକସ୍ୱରୂପେ ସେମାନଙ୍କ ସହିତ ଥିଲେ।
  4. ପାଫପ୍ରେରି 13:6ପୁଣି, ସେମାନେ ସମସ୍ତ ଦ୍ୱୀପ ପରିଭ୍ରମଣ କରି ପାଫ ସହରକୁ ଆସି ଜଣେ ମାୟାବୀ ଭଣ୍ଡ ଭାବବାଦୀଙ୍କୁ ଦେଖିଲେ; ସେ ଜଣେ ଯିହୁଦୀ, ଆଉ ତାହାର ନାମ ବର୍ଯୀଶୁ।
  5. ପର୍ଗୀଜାହାଜରେପ୍ରେରି 13:13ପରେ ପାଉଲ ଓ ତାହାଙ୍କ ସଙ୍ଗୀମାନେ ପାଫ ସହରରୁ ଜଳଯାତ୍ରା କରି ପଂଫୂଲିଆ ଦେଶରେ ପର୍ଗୀ ସହରକୁ ଆସିଲେ; କିନ୍ତୁ ଯୋହନ ସେମାନଙ୍କୁ ପରିତ୍ୟାଗ କରି ଯିରୂଶାଲମ ସହରକୁ ବାହୁଡ଼ିଗଲେ।
  6. ଆନ୍ତିୟଖିଆପ୍ରେରି 13:14ସେମାନେ ପର୍ଗୀଠାରୁ ଯାତ୍ରା କରି ପିସିଦିଆ ଦେଶରେ ଆନ୍ତିୟଖିଆ ସହରରେ ପହଞ୍ଚିଲେ, ଆଉ ବିଶ୍ରାମବାର ଦିନରେ ସମାଜଗୃହକୁ ଯାଇ ବସିଲେ।
  7. ଇକନୀୟପ୍ରେରି 13:51ସେଥିରେ ସେମାନେ ଆପଣା ଆପଣା ପାଦର ଧୂଳି ସେମାନଙ୍କ ବିରୁଦ୍ଧରେ ଝାଡ଼ିଦେଇ ଇକନୀୟ ସହରକୁ ଗଲେ,
  8. ଲୁସ୍ତ୍ରାପ୍ରେରି 14:6ସେତେବେଳେ ସେମାନେ ତାହା ଜାଣି ପାରି ଲୁକାୟନିଆ ଦେଶରେ ଲୁସ୍ତ୍ରା ଓ ଦର୍ବୀ ସହର ପୁଣି, ଚାରିଆଡ଼ର ଅଞ୍ଚଳକୁ ପଳାଇଗଲେ,
  9. ଦର୍ବୀପ୍ରେରି 14:20ମାତ୍ର ଶିଷ୍ୟମାନେ ତାହାଙ୍କୁ ଘେରି ଠିଆ ହୁଅନ୍ତେ ସେ ଉଠି ସହର ମଧ୍ୟରେ ପ୍ରବେଶ କଲେ। ପରଦିନ ସେ ବର୍ଣ୍ଣବ୍ବାଙ୍କ ସହିତ ଦର୍ବୀକୁ ବାହାରିଗଲେ।
  10. ଲୁସ୍ତ୍ରାପ୍ରେରି 14:21ସେମାନେ ସେହି ନଗରରେ ସୁସମାଚାର ପ୍ରଚାର କରି ଓ ଅନେକଙ୍କୁ ଶିଷ୍ୟ କଲା ଉତ୍ତାରେ ଲୁସ୍ତ୍ରା, ଇକନୀୟ ଓ ଆନ୍ତିୟଖିଆକୁ ବାହୁଡ଼ି ଆସିଲେ,
  11. ଇକନୀୟପ୍ରେରି 14:21ସେମାନେ ସେହି ନଗରରେ ସୁସମାଚାର ପ୍ରଚାର କରି ଓ ଅନେକଙ୍କୁ ଶିଷ୍ୟ କଲା ଉତ୍ତାରେ ଲୁସ୍ତ୍ରା, ଇକନୀୟ ଓ ଆନ୍ତିୟଖିଆକୁ ବାହୁଡ଼ି ଆସିଲେ,
  12. ଆନ୍ତିୟଖିଆପ୍ରେରି 14:21ସେମାନେ ସେହି ନଗରରେ ସୁସମାଚାର ପ୍ରଚାର କରି ଓ ଅନେକଙ୍କୁ ଶିଷ୍ୟ କଲା ଉତ୍ତାରେ ଲୁସ୍ତ୍ରା, ଇକନୀୟ ଓ ଆନ୍ତିୟଖିଆକୁ ବାହୁଡ଼ି ଆସିଲେ,
  13. ପର୍ଗୀପ୍ରେରି 14:25ଆଉ ପର୍ଗୀରେ ବାକ୍ୟ ପ୍ରଚାର କରି ଆତ୍ତାଲିଆକୁ ଗଲେ।
  14. ଆତ୍ତାଲିଆପ୍ରେରି 14:25ଆଉ ପର୍ଗୀରେ ବାକ୍ୟ ପ୍ରଚାର କରି ଆତ୍ତାଲିଆକୁ ଗଲେ।
  15. ଆନ୍ତିୟଖିଆଜାହାଜରେପ୍ରେରି 14:26ସେଠାରୁ ସେମାନେ ଆନ୍ତିୟଖିଆକୁ ଜାହାଜରେ ଯାତ୍ରା କଲେ; ସେମାନେ ଯେଉଁ କାର୍ଯ୍ୟ ସାଧନ କରିଥିଲେ, ତାହା କରିବା ନିମନ୍ତେ ଈଶ୍ବରଙ୍କ ଅନୁଗ୍ରହରେ ସମର୍ପିତ ହୋଇ ସେ ସ୍ଥାନରୁ ବାହାରିଥିଲେ।

ରେଖାଗୁଡ଼ିକ ପାଠର କ୍ରମରେ ବିରାମସ୍ଥଳଗୁଡ଼ିକୁ ଯୋଡ଼େ। ଯେଉଁଠାରେ ରେଖା ଭୂମିର ଗଠନ ଅନୁସରଣ କରେ, ତାହା ଜଣେ ପଣ୍ଡିତ ପୁନର୍ଗଠନ କରିଥିବା ସମ୍ଭାବ୍ୟ ପଥ; ଅନ୍ୟତ୍ର ସିଧା ରେଖା — ପଥ ଜଣା ନାହିଁ। ଦୂରତା ବିରାମସ୍ଥଳ ମଧ୍ୟରେ ସିଧା ରେଖାରେ। ଭଙ୍ଗା ରେଖା: ଜାହାଜରେ। ଫିକା: ସ୍ଥାନ ଅନିଶ୍ଚିତ।

ପ୍ରତ୍ୟେକ ବିନ୍ଦୁ ସବୁଠାରୁ ସମ୍ଭାବ୍ୟ ଅବସ୍ଥାନ; ଫିକା ବିନ୍ଦୁ ଅର୍ଥ ଚିହ୍ନଟ ଅନିଶ୍ଚିତ। ଅବସ୍ଥାନ ଅଜ୍ଞାତ ଥିବା ସ୍ଥାନ ମାନଚିତ୍ରରେ ନାହିଁ।

ରୋମୀୟ ରାସ୍ତା: ପ୍ରାୟ ଖ୍ରୀଷ୍ଟପୂର୍ବ 300 – ଖ୍ରୀଷ୍ଟାବ୍ଦ 300ର ରୋମୀୟ ସାମ୍ରାଜ୍ୟର ରାସ୍ତା; ଡ୍ୟାସ୍ — ଅନୁମାନିତ ବୋଲି ଭାବାଯାଉଥିବା ରାସ୍ତା। ସେଗୁଡ଼ିକ ଦେଇ ଯାତ୍ରାର ଠିକ୍ ପଥ ପାଠରେ ବର୍ଣ୍ଣିତ ନୁହେଁ।

ଉତ୍ସ: OpenBible.info, CC BY 4.0 · Itiner-e © 2024 Brughmans, Pažout, de Soto, Bjerregaard Vahlstrup, CC BY 4.0 · UBS Bible Routes, Dr Leen Ritmeyer © United Bible Societies 2023, CC BY-SA 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର