ଅନୁସନ୍ଧାନ › ମାର୍ଗ › ପାଉଲଙ୍କ ଦ୍ୱିତୀୟ ଯାତ୍ରା
ମାର୍ଗ
ପାଉଲଙ୍କ ଦ୍ୱିତୀୟ ଯାତ୍ରା
ପାର ହୋଇ ମାକିଦନିଆ ଓ ଗ୍ରୀସ୍କୁ · 17ଟି ବିରାମ · ସିଧା ରେଖାରେ ≈ 3,490 କି.ମି.
ଯେଉଁଠାରେ ରେଖା ଭୂମିର ଗଠନ ଅନୁସରଣ କରେ, ସେଠାରେ ତାହା ଜଣେ ପଣ୍ଡିତ ପୁନର୍ଗଠନ କରିଥିବା ସମ୍ଭାବ୍ୟ ରାସ୍ତା। ଦୂରତା ବିରାମଗୁଡ଼ିକ ମଧ୍ୟରେ ସିଧା ରେଖାରେ, ଆନୁମାନିକ; ପାଦରେ ଦିନ ପ୍ରତିଦିନ ପ୍ରାୟ 30 କି.ମି. ଧରି ଗଣାଯାଇଛି।
ବିରାମସ୍ଥଳ
- ଆନ୍ତିୟଖିଆପ୍ରେରି 15:35
ପୁଣି, ପାଉଲ ଓ ବର୍ଣ୍ଣବ୍ବା ଆନ୍ତିୟଖିଆରେ ରହି ଅନ୍ୟାନ୍ୟ ଅନେକ ଲୋକଙ୍କ ସହିତ ମଧ୍ୟ ପ୍ରଭୁଙ୍କ ବାକ୍ୟ ଶିକ୍ଷା ଦେଇ ସୁସମାଚାର ପ୍ରଚାର କରିବାକୁ ଲାଗିଲେ।
- ଦର୍ବୀପ୍ରେରି 16:1
ପରେ ପାଉଲ ଦର୍ବୀ ଓ ଲୁସ୍ତ୍ରାକୁ ମଧ୍ୟ ଆସିଲେ, ଆଉ ଦେଖ, ସେ ସ୍ଥାନରେ ତୀମଥି ନାମରେ ଜଣେ ଶିଷ୍ୟ ଥିଲେ, ସେ ଜଣେ ବିଶ୍ୱାସିନୀ ଯିହୁଦୀ ମହିଳାର ପୁତ୍ର, କିନ୍ତୁ ତାହାଙ୍କର ପିତା ଜଣେ ଗ୍ରୀକ୍ ଲୋକ।
- ଲୁସ୍ତ୍ରାପ୍ରେରି 16:1
ପରେ ପାଉଲ ଦର୍ବୀ ଓ ଲୁସ୍ତ୍ରାକୁ ମଧ୍ୟ ଆସିଲେ, ଆଉ ଦେଖ, ସେ ସ୍ଥାନରେ ତୀମଥି ନାମରେ ଜଣେ ଶିଷ୍ୟ ଥିଲେ, ସେ ଜଣେ ବିଶ୍ୱାସିନୀ ଯିହୁଦୀ ମହିଳାର ପୁତ୍ର, କିନ୍ତୁ ତାହାଙ୍କର ପିତା ଜଣେ ଗ୍ରୀକ୍ ଲୋକ।
- ତ୍ରୋୟାପ୍ରେରି 16:8
ସେମାନେ ମୂସିଆ ପାଖ ଦେଇ ତ୍ରୋୟା ସହରକୁ ଆସିଲେ।
- ସାମଥ୍ରାକୀଜାହାଜରେପ୍ରେରି 16:11
ତେଣୁ ତ୍ରୋୟା ସହରରୁ ଜାହାଜରେ ଆମ୍ଭେମାନେ ସଳଖ ପଥରେ ସାମଥ୍ରାକୀ ଦ୍ବୀପକୁ ଓ ପରଦିନ ନିୟାପଲି ସହରକୁ ଗଲୁ,
- ନିୟାପଲିଜାହାଜରେପ୍ରେରି 16:11
ତେଣୁ ତ୍ରୋୟା ସହରରୁ ଜାହାଜରେ ଆମ୍ଭେମାନେ ସଳଖ ପଥରେ ସାମଥ୍ରାକୀ ଦ୍ବୀପକୁ ଓ ପରଦିନ ନିୟାପଲି ସହରକୁ ଗଲୁ,
- ଫିଲିପ୍ପୀପ୍ରେରି 16:12
ସେଠାରୁ ଫିଲିପ୍ପୀକୁ ଗଲୁ, ଏହା ମାକିଦନିଆ ଅଞ୍ଚଳର ଏକ ପ୍ରଧାନ ନଗର, ପୁଣି, ଗୋଟିଏ ରୋମୀୟ ଉପନିବେଶ; ସେହି ନଗରରେ ଆମ୍ଭେମାନେ କେତେକ ଦିନ ରହିଲୁ।
- ଆଂଫିପଲିପ୍ରେରି 17:1
ପରେ ପାଉଲ ଏବଂ ଶିଲା ଆଂଫିପଲି ଓ ଆପଲ୍ଲୋନିଆ ସହରଗୁଡ଼ିକ ଦେଇ ଯାତ୍ରା କରି ଥେସଲନୀକୀ ସହରକୁ ଆସିଲେ; ସେଠାରେ ଯିହୁଦୀମାନଙ୍କର ଗୋଟିଏ ସମାଜଗୃହ ଥିଲା।
- ଆପଲ୍ଲୋନିଆପ୍ରେରି 17:1
ପରେ ପାଉଲ ଏବଂ ଶିଲା ଆଂଫିପଲି ଓ ଆପଲ୍ଲୋନିଆ ସହରଗୁଡ଼ିକ ଦେଇ ଯାତ୍ରା କରି ଥେସଲନୀକୀ ସହରକୁ ଆସିଲେ; ସେଠାରେ ଯିହୁଦୀମାନଙ୍କର ଗୋଟିଏ ସମାଜଗୃହ ଥିଲା।
- ଥେସଲନୀକୀପ୍ରେରି 17:1
ପରେ ପାଉଲ ଏବଂ ଶିଲା ଆଂଫିପଲି ଓ ଆପଲ୍ଲୋନିଆ ସହରଗୁଡ଼ିକ ଦେଇ ଯାତ୍ରା କରି ଥେସଲନୀକୀ ସହରକୁ ଆସିଲେ; ସେଠାରେ ଯିହୁଦୀମାନଙ୍କର ଗୋଟିଏ ସମାଜଗୃହ ଥିଲା।
- ବେରିୟାପ୍ରେରି 17:10
ପୁଣି, ଭାଇମାନେ ଅବିଳମ୍ବରେ ପାଉଲ ଓ ଶୀଲାଙ୍କୁ ରାତି ସମୟରେ ବେରିୟା ନଗରକୁ ପଠାଇଦେଲେ; ସେମାନେ ସେହି ସ୍ଥାନରେ ପହଞ୍ଚି ଯିହୁଦୀମାନଙ୍କ ସମାଜଗୃହକୁ ଗଲେ।
- ଆଥିନୀଜାହାଜରେପ୍ରେରି 17:15
କିନ୍ତୁ ଯେଉଁମାନେ ପାଉଲଙ୍କୁ ସାଙ୍ଗରେ ଘେନିଗଲେ, ସେମାନେ ତାହାଙ୍କୁ ଆଥିନୀ ପର୍ଯ୍ୟନ୍ତ ଆଣିଲେ, ଆଉ ଶୀଲା ଓ ତୀମଥି ଯେପରି ଅତି ଶୀଘ୍ର ତାହାଙ୍କ ନିକଟକୁ ଆସନ୍ତି, ଏହି ଆଜ୍ଞା ପାଇ ସେମାନେ ପ୍ରସ୍ଥାନ କଲେ।
- କେଙ୍କ୍ରେୟାପ୍ରେରି 18:18
ଏହା ଉତ୍ତାରେ ପାଉଲ ଅନେକ ଦିନ ପର୍ଯ୍ୟନ୍ତ ସେହି ସ୍ଥାନରେ ରହି ଭାଇମାନଙ୍କ ନିକଟରୁ ବିଦାୟ ଘେନି ଜାହାଜରେ ଚଢ଼ି ସିରିୟା ଅଞ୍ଚଳକୁ ଯାତ୍ରା କଲେ। ପ୍ରୀସ୍କିଲ୍ଲା ଓ ଆକ୍ୱିଲା ତାହାଙ୍କ ସାଙ୍ଗରେ ଗଲେ; ତାଙ୍କର ଗୋଟିଏ ମାନତ ଥିବାରୁ ସେ କେଙ୍କ୍ରେୟା ସହରରେ ଆପଣା ମସ୍ତକ ମୁଣ୍ଡନ କରାଇଲେ।
- ଏଫିସଜାହାଜରେପ୍ରେରି 18:19
ପରେ ସେମାନେ ଏଫିସକୁ ଆସିଲେ, ପୁଣି, ସେ ସେ ସ୍ଥାନରେ ସେମାନଙ୍କୁ ଛାଡ଼ି ନିଜେ ସମାଜଗୃହରେ ପ୍ରବେଶ କରି ଯିହୁଦୀମାନଙ୍କୁ ଉପଦେଶ ଦେଲେ।
- କାଇସରିୟାଜାହାଜରେପ୍ରେରି 18:22
କାଇସରିୟାରେ ପହଞ୍ଚି ସେ ଜାହାଜରୁ ଓହ୍ଲାଇଲେ, ଆଉ ଯାଇ ମଣ୍ଡଳୀକୁ ନମସ୍କାର କରି ଆନ୍ତିୟଖିଆକୁ ଚାଲିଗଲେ।
- ଆନ୍ତିୟଖିଆପ୍ରେରି 18:22
କାଇସରିୟାରେ ପହଞ୍ଚି ସେ ଜାହାଜରୁ ଓହ୍ଲାଇଲେ, ଆଉ ଯାଇ ମଣ୍ଡଳୀକୁ ନମସ୍କାର କରି ଆନ୍ତିୟଖିଆକୁ ଚାଲିଗଲେ।
ରେଖାଗୁଡ଼ିକ ପାଠର କ୍ରମରେ ବିରାମସ୍ଥଳଗୁଡ଼ିକୁ ଯୋଡ଼େ। ଯେଉଁଠାରେ ରେଖା ଭୂମିର ଗଠନ ଅନୁସରଣ କରେ, ତାହା ଜଣେ ପଣ୍ଡିତ ପୁନର୍ଗଠନ କରିଥିବା ସମ୍ଭାବ୍ୟ ପଥ; ଅନ୍ୟତ୍ର ସିଧା ରେଖା — ପଥ ଜଣା ନାହିଁ। ଦୂରତା ବିରାମସ୍ଥଳ ମଧ୍ୟରେ ସିଧା ରେଖାରେ। ଭଙ୍ଗା ରେଖା: ଜାହାଜରେ। ଫିକା: ସ୍ଥାନ ଅନିଶ୍ଚିତ।
ପ୍ରତ୍ୟେକ ବିନ୍ଦୁ ସବୁଠାରୁ ସମ୍ଭାବ୍ୟ ଅବସ୍ଥାନ; ଫିକା ବିନ୍ଦୁ ଅର୍ଥ ଚିହ୍ନଟ ଅନିଶ୍ଚିତ। ଅବସ୍ଥାନ ଅଜ୍ଞାତ ଥିବା ସ୍ଥାନ ମାନଚିତ୍ରରେ ନାହିଁ।
ରୋମୀୟ ରାସ୍ତା: ପ୍ରାୟ ଖ୍ରୀଷ୍ଟପୂର୍ବ 300 – ଖ୍ରୀଷ୍ଟାବ୍ଦ 300ର ରୋମୀୟ ସାମ୍ରାଜ୍ୟର ରାସ୍ତା; ଡ୍ୟାସ୍ — ଅନୁମାନିତ ବୋଲି ଭାବାଯାଉଥିବା ରାସ୍ତା। ସେଗୁଡ଼ିକ ଦେଇ ଯାତ୍ରାର ଠିକ୍ ପଥ ପାଠରେ ବର୍ଣ୍ଣିତ ନୁହେଁ।
ଉତ୍ସ: OpenBible.info, CC BY 4.0 · Itiner-e © 2024 Brughmans, Pažout, de Soto, Bjerregaard Vahlstrup, CC BY 4.0 · UBS Bible Routes, Dr Leen Ritmeyer © United Bible Societies 2023, CC BY-SA 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର