ଅନୁସନ୍ଧାନ › ମାର୍ଗ › ପାଉଲଙ୍କ ତୃତୀୟ ଯାତ୍ରା
ମାର୍ଗ
ପାଉଲଙ୍କ ତୃତୀୟ ଯାତ୍ରା
ଏଫିସ, ଗ୍ରୀସ୍, ଓ ସମୁଦ୍ରପଥରେ ଯିରୂଶାଲମକୁ · 20ଟି ବିରାମ · ସିଧା ରେଖାରେ ≈ 3,850 କି.ମି.
ଯେଉଁଠାରେ ରେଖା ଭୂମିର ଗଠନ ଅନୁସରଣ କରେ, ସେଠାରେ ତାହା ଜଣେ ପଣ୍ଡିତ ପୁନର୍ଗଠନ କରିଥିବା ସମ୍ଭାବ୍ୟ ରାସ୍ତା। ଦୂରତା ବିରାମଗୁଡ଼ିକ ମଧ୍ୟରେ ସିଧା ରେଖାରେ, ଆନୁମାନିକ; ପାଦରେ ଦିନ ପ୍ରତିଦିନ ପ୍ରାୟ 30 କି.ମି. ଧରି ଗଣାଯାଇଛି।
ବିରାମସ୍ଥଳ
- ଆନ୍ତିୟଖିଆପ୍ରେରି 18:22
କାଇସରିୟାରେ ପହଞ୍ଚି ସେ ଜାହାଜରୁ ଓହ୍ଲାଇଲେ, ଆଉ ଯାଇ ମଣ୍ଡଳୀକୁ ନମସ୍କାର କରି ଆନ୍ତିୟଖିଆକୁ ଚାଲିଗଲେ।
- ଗାଲାତୀୟପ୍ରେରି 18:23
ସେ ସ୍ଥାନରେ କେତେକ ସମୟ ରହିଲା ପରେ ସେ ପ୍ରସ୍ଥାନ କଲେ, ପୁଣି, କ୍ରମାନ୍ୱୟେ ଗାଲାତୀୟ ଓ ଫ୍ରୁଗିଆ ଅଞ୍ଚଳଗୁଡ଼ିକ ଦେଇ ଯାତ୍ରା କରୁ କରୁ ଶିଷ୍ୟ ସମସ୍ତଙ୍କୁ ସୁସ୍ଥିର କରୁଥିଲେ।
- ଫ୍ରୁଗିଆପ୍ରେରି 18:23
ସେ ସ୍ଥାନରେ କେତେକ ସମୟ ରହିଲା ପରେ ସେ ପ୍ରସ୍ଥାନ କଲେ, ପୁଣି, କ୍ରମାନ୍ୱୟେ ଗାଲାତୀୟ ଓ ଫ୍ରୁଗିଆ ଅଞ୍ଚଳଗୁଡ଼ିକ ଦେଇ ଯାତ୍ରା କରୁ କରୁ ଶିଷ୍ୟ ସମସ୍ତଙ୍କୁ ସୁସ୍ଥିର କରୁଥିଲେ।
- ଏଫିସପ୍ରେରି 19:1
ଆପଲ୍ଲ କରିନ୍ଥ ସହରରେ ଥିବା ସମୟରେ ପାଉଲ ପାହାଡ଼ିଆ ଅଞ୍ଚଳ ଦେଇ ଯାତ୍ରା କରି ଏଫିସ ନଗରକୁ ଆସି କେତେକ ଶିଷ୍ୟଙ୍କ ଦେଖାପାଇଲେ।
- ମାକିଦନିଆପ୍ରେରି 20:1
ସେହି ଗଣ୍ଡଗୋଳ ବନ୍ଦ ହେବା ପରେ ପାଉଲ ଶିଷ୍ୟମାନଙ୍କୁ ଡକାଇ ସେମାନଙ୍କୁ ଉତ୍ସାହ ଦେଲେ, ଆଉ ସେମାନଙ୍କଠାରୁ ବିଦାୟ ନେଇ ମାକିଦନିଆକୁ ଯିବା ନିମନ୍ତେ ପ୍ରସ୍ଥାନ କଲେ।
- ଗ୍ରୀସ୍ପ୍ରେରି 20:2
ସେହି ସମସ୍ତ ଅଞ୍ଚଳ ଦେଇ ଯାତ୍ରା କରି ସେ ଶିଷ୍ୟମାନଙ୍କୁ ବହୁତ ଉତ୍ସାହ ଦେବା ପରେ ଗ୍ରୀସ୍କୁ ଆସିଲେ।
- ଫିଲିପ୍ପୀପ୍ରେରି 20:6
ଆଉ, ଖମୀରଶୂନ୍ୟ ରୁଟିର ପର୍ବ ପରେ ଆମ୍ଭେମାନେ ଜାହାଜରେ ଚଢ଼ି ଫିଲିପ୍ପୀ ସହରରୁ ଯାତ୍ରା କଲୁ, ପୁଣି, ପାଞ୍ଚ ଦିନରେ ତ୍ରୋୟାରେ ସେମାନଙ୍କ ନିକଟକୁ ଆସିଲୁ; ଆମ୍ଭେମାନେ ସେହି ସ୍ଥାନରେ ସାତ ଦିନ ରହିଲୁ।
- ତ୍ରୋୟାଜାହାଜରେପ୍ରେରି 20:6
ଆଉ, ଖମୀରଶୂନ୍ୟ ରୁଟିର ପର୍ବ ପରେ ଆମ୍ଭେମାନେ ଜାହାଜରେ ଚଢ଼ି ଫିଲିପ୍ପୀ ସହରରୁ ଯାତ୍ରା କଲୁ, ପୁଣି, ପାଞ୍ଚ ଦିନରେ ତ୍ରୋୟାରେ ସେମାନଙ୍କ ନିକଟକୁ ଆସିଲୁ; ଆମ୍ଭେମାନେ ସେହି ସ୍ଥାନରେ ସାତ ଦିନ ରହିଲୁ।
- ଆସସ୍ପ୍ରେରି 20:13
କିନ୍ତୁ ଆମ୍ଭେମାନେ ଆଗେ ଜାହାଜରେ ଚଢ଼ି ଆସସ୍ ସହରକୁ ଯାତ୍ରା କଲୁ, ସେଠାରୁ ପାଉଲଙ୍କୁ ନେଇଯିବା ପାଇଁ ମନେ କରିଥିଲୁ, କାରଣ ସ୍ଥଳ ପଥରେ ଯିବା ପାଇଁ ସେ ନିଜେ ଇଚ୍ଛା କରି ସେପ୍ରକାର ସ୍ଥିର କରିଥିଲେ।
- ମିତୁଲୀନୀଜାହାଜରେପ୍ରେରି 20:14
ଯେତେବେଳେ ସେ ଆମ୍ଭମାନଙ୍କୁ ଆସସ୍ରେ ଭେଟିଲେ, ଆମ୍ଭେମାନେ ତାହାଙ୍କୁ ଘେନି ମିତୁଲୀନୀ ସହରକୁ ଆସିଲୁ,
- ଖୀୟସ୍ଜାହାଜରେପ୍ରେରି 20:15
ଆଉ ସେହି ସ୍ଥାନରୁ ଜାହାଜ ଫିଟାଇ ଆମ୍ଭେମାନେ ପରଦିନ ଖୀୟସ୍ ଦ୍ୱୀପ ସମ୍ମୁଖରେ ଉପସ୍ଥିତ ହେଲୁ, ଦ୍ୱିତୀୟ ଦିନରେ ଜାହାଜ ସାମ ଦ୍ୱୀପରେ ଲଗାଇଲୁ ଓ ଆରଦିନ ମୀଲୀତ ସହରରେ ପହଞ୍ଚିଲୁ।
- ସାମଜାହାଜରେପ୍ରେରି 20:15
ଆଉ ସେହି ସ୍ଥାନରୁ ଜାହାଜ ଫିଟାଇ ଆମ୍ଭେମାନେ ପରଦିନ ଖୀୟସ୍ ଦ୍ୱୀପ ସମ୍ମୁଖରେ ଉପସ୍ଥିତ ହେଲୁ, ଦ୍ୱିତୀୟ ଦିନରେ ଜାହାଜ ସାମ ଦ୍ୱୀପରେ ଲଗାଇଲୁ ଓ ଆରଦିନ ମୀଲୀତ ସହରରେ ପହଞ୍ଚିଲୁ।
- ମୀଲୀତଜାହାଜରେପ୍ରେରି 20:15
ଆଉ ସେହି ସ୍ଥାନରୁ ଜାହାଜ ଫିଟାଇ ଆମ୍ଭେମାନେ ପରଦିନ ଖୀୟସ୍ ଦ୍ୱୀପ ସମ୍ମୁଖରେ ଉପସ୍ଥିତ ହେଲୁ, ଦ୍ୱିତୀୟ ଦିନରେ ଜାହାଜ ସାମ ଦ୍ୱୀପରେ ଲଗାଇଲୁ ଓ ଆରଦିନ ମୀଲୀତ ସହରରେ ପହଞ୍ଚିଲୁ।
- କୋସ୍ଜାହାଜରେପ୍ରେରି 21:1
ସେମାନଙ୍କଠାରୁ ବିଦାୟ ନେଇ ଆମ୍ଭେମାନେ ଜାହାଜରେ ଚଢ଼ି ସିଧା ବାଟରେ କୋସ୍ ଦ୍ବୀପକୁ ଆସିଲୁ, ପରଦିନ ରୋଦା ଦ୍ବୀପକୁ, ପୁଣି, ସେ ସ୍ଥାନରୁ ପାତାରା ସହରକୁ ଆସିଲୁ।
- ରୋଦାଜାହାଜରେପ୍ରେରି 21:1
ସେମାନଙ୍କଠାରୁ ବିଦାୟ ନେଇ ଆମ୍ଭେମାନେ ଜାହାଜରେ ଚଢ଼ି ସିଧା ବାଟରେ କୋସ୍ ଦ୍ବୀପକୁ ଆସିଲୁ, ପରଦିନ ରୋଦା ଦ୍ବୀପକୁ, ପୁଣି, ସେ ସ୍ଥାନରୁ ପାତାରା ସହରକୁ ଆସିଲୁ।
- ପାତାରାଜାହାଜରେପ୍ରେରି 21:1
ସେମାନଙ୍କଠାରୁ ବିଦାୟ ନେଇ ଆମ୍ଭେମାନେ ଜାହାଜରେ ଚଢ଼ି ସିଧା ବାଟରେ କୋସ୍ ଦ୍ବୀପକୁ ଆସିଲୁ, ପରଦିନ ରୋଦା ଦ୍ବୀପକୁ, ପୁଣି, ସେ ସ୍ଥାନରୁ ପାତାରା ସହରକୁ ଆସିଲୁ।
- ସୋରଜାହାଜରେପ୍ରେରି 21:3
ପରେ ସାଇପ୍ରସ୍ ଦ୍ୱୀପ ଦେଖିବା ମାତ୍ରେ ଆମ୍ଭେମାନେ ବାମ ପାଖ ଛାଡ଼ି ସିରିୟା ଅଞ୍ଚଳକୁ ଯାତ୍ରା କରି ସୋର ସହରରେ ଉପସ୍ଥିତ ହେଲୁ, କାରଣ ସେଠାରେ ଜାହାଜରୁ ମାଲପତ୍ର ଖଲାସ କରିବାର ଥିଲା।
- ତଲିମାଇଜାହାଜରେପ୍ରେରି 21:7
ସୋରରୁ ଆମ୍ଭେମାନେ ଜଳଯାତ୍ରା ଶେଷ କରି ତଲିମାଇ ପ୍ରଦେଶରେ ପହଞ୍ଚିଥିଲୁ ଓ ଭାଇମାନଙ୍କୁ ନମସ୍କାର କରି, ଗୋଟିଏ ଦିନ ସେମାନଙ୍କ ସହିତ ରହିଲୁ।
- କାଇସରିୟାପ୍ରେରି 21:8
ପରଦିନ ଆମ୍ଭେମାନେ କାଇସରିୟାକୁ ପ୍ରସ୍ଥାନ କଲୁ। ଆଉ ସାତ ଜଣଙ୍କ ମଧ୍ୟରେ ଅନ୍ତର୍ଗତ, ସୁସମାଚାର ପ୍ରଚାରକ ଫିଲିପ୍ପଙ୍କ ଗୃହରେ ପ୍ରବେଶ କରି ତାହାଙ୍କ ସାଙ୍ଗରେ ରହିଲୁ।
ରେଖାଗୁଡ଼ିକ ପାଠର କ୍ରମରେ ବିରାମସ୍ଥଳଗୁଡ଼ିକୁ ଯୋଡ଼େ। ଯେଉଁଠାରେ ରେଖା ଭୂମିର ଗଠନ ଅନୁସରଣ କରେ, ତାହା ଜଣେ ପଣ୍ଡିତ ପୁନର୍ଗଠନ କରିଥିବା ସମ୍ଭାବ୍ୟ ପଥ; ଅନ୍ୟତ୍ର ସିଧା ରେଖା — ପଥ ଜଣା ନାହିଁ। ଦୂରତା ବିରାମସ୍ଥଳ ମଧ୍ୟରେ ସିଧା ରେଖାରେ। ଭଙ୍ଗା ରେଖା: ଜାହାଜରେ। ଫିକା: ସ୍ଥାନ ଅନିଶ୍ଚିତ।
ପ୍ରତ୍ୟେକ ବିନ୍ଦୁ ସବୁଠାରୁ ସମ୍ଭାବ୍ୟ ଅବସ୍ଥାନ; ଫିକା ବିନ୍ଦୁ ଅର୍ଥ ଚିହ୍ନଟ ଅନିଶ୍ଚିତ। ଅବସ୍ଥାନ ଅଜ୍ଞାତ ଥିବା ସ୍ଥାନ ମାନଚିତ୍ରରେ ନାହିଁ।
ରୋମୀୟ ରାସ୍ତା: ପ୍ରାୟ ଖ୍ରୀଷ୍ଟପୂର୍ବ 300 – ଖ୍ରୀଷ୍ଟାବ୍ଦ 300ର ରୋମୀୟ ସାମ୍ରାଜ୍ୟର ରାସ୍ତା; ଡ୍ୟାସ୍ — ଅନୁମାନିତ ବୋଲି ଭାବାଯାଉଥିବା ରାସ୍ତା। ସେଗୁଡ଼ିକ ଦେଇ ଯାତ୍ରାର ଠିକ୍ ପଥ ପାଠରେ ବର୍ଣ୍ଣିତ ନୁହେଁ।
ଉତ୍ସ: OpenBible.info, CC BY 4.0 · Itiner-e © 2024 Brughmans, Pažout, de Soto, Bjerregaard Vahlstrup, CC BY 4.0 · UBS Bible Routes, Dr Leen Ritmeyer © United Bible Societies 2023, CC BY-SA 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର