Bible Explorer ଆପ୍ ପାଆନ୍ତୁ

ଅନୁସନ୍ଧାନ › ମାର୍ଗ › ପାଉଲଙ୍କ ରୋମ ଯାତ୍ରା

ମାର୍ଗ

ପାଉଲଙ୍କ ରୋମ ଯାତ୍ରା

ସମୁଦ୍ରରେ ବନ୍ଦୀ, ମେଲିତୀରେ ଜାହାଜଡୁବି · 12ଟି ବିରାମ · ସିଧା ରେଖାରେ ≈ 2,970 କି.ମି.

ଭୂମଧ୍ୟସାଗରଇଜିଅନ୍ ସାଗରକାଇସରିୟାସୀଦୋନମୁରାକ୍ନିଦସୁନ୍ଦର ବନ୍ଦରମେଲିତୀସୁରାକୂସାRhegiumପୁତେଅଲିରୋମ500 କିମି123456789101112

© OpenStreetMap contributors

ବିରାମସ୍ଥଳ

  1. କାଇସରିୟାପ୍ରେରି 25:13କେତେକ ଦିନ ଗତ ହେଲା ପରେ ରାଜା ଆଗ୍ରିପ୍ପା ଓ ବର୍ଣ୍ଣୀକୀ କାଇସରିୟାକୁ ଆସି ଫେଷ୍ଟସ୍‌ଙ୍କୁ ସାକ୍ଷାତ କଲେ।
  2. ସୀଦୋନଜାହାଜରେପ୍ରେରି 27:3ପରଦିନ ଆମ୍ଭେମାନେ ସୀଦୋନରେ ପହଞ୍ଚିଲୁ, ଆଉ ଯୂଲିଅସ୍ ପାଉଲଙ୍କ ପ୍ରତି ସଦୟ ବ୍ୟବହାର କରି ଆପଣା ମିତ୍ରମାନଙ୍କ ପାଖକୁ ଯାଇ ସେବା ପାଇବା ନିମନ୍ତେ ଅନୁମତି ଦେଲେ।
  3. ମୁରାଜାହାଜରେପ୍ରେରି 27:5କିଲିକିୟା ଓ ପଂଫୂଲିଆ ଅଞ୍ଚଳ ସମ୍ମୁଖସ୍ଥ ସମୁଦ୍ର ପାର ହୋଇ ଲୁକିଆ ପ୍ରଦେଶର ମୁରା ସହରକୁ ଆସିଲୁ।
  4. କ୍ନିଦଜାହାଜରେପ୍ରେରି 27:7ପରେ ଅନେକ ଦିନ ପର୍ଯ୍ୟନ୍ତ ଧିରେ ଧିରେ ଯାଇ କଷ୍ଟରେ କ୍ନିଦ ସହରର ସମ୍ମୁଖରେ ଉପସ୍ଥିତ ହୋଇ ପବନ ଆମ୍ଭମାନଙ୍କୁ ଆଗକୁ ଯିବାକୁ ଛାଡ଼ି ନ ଦେବାରୁ ସାଲ୍ମୋନୀର ବିପରୀତ, କ୍ରୀତୀ ଦ୍ୱୀପର ଆଶ୍ରୟସ୍ଥଳୀ ଦେଇ ଯାତ୍ରା କଲୁ,
  5. ସୁନ୍ଦର ବନ୍ଦରଜାହାଜରେପ୍ରେରି 27:8ପୁଣି, କଷ୍ଟରେ କୂଳେ କୂଳେ ଯାଇ “ସୁନ୍ଦର ବନ୍ଦର” ନାମକ ଗୋଟିଏ ସ୍ଥାନକୁ ଆସିଲୁ; ଲାସାୟା ସହର ସେଥିର ନିକଟବର୍ତ୍ତୀ।
  6. ମେଲିତୀଜାହାଜରେପ୍ରେରି 28:1ଆମ୍ଭେମାନେ ରକ୍ଷା ପାଇଲା ପରେ ସେହି ଦ୍ୱୀପ ମେଲିତୀ ବୋଲି ଜାଣିଲୁ।
  7. ସୁରାକୂସାଜାହାଜରେପ୍ରେରି 28:12ସୁରାକୂସାରେ ପହଞ୍ଚି ଆମ୍ଭେମାନେ ସେଠାରେ ତିନି ଦିନ ରହିଲୁ,
  8. Rhegiumଜାହାଜରେପ୍ରେରି 28:13ପୁଣି, ସେ ସ୍ଥାନରୁ ବୁଲି ରେଗୀୟ ବନ୍ଦରରେ ପହଞ୍ଚିଲୁ ଦିନକ ପରେ ଦକ୍ଷିଣା ପବନ ବହିବାରୁ ଦ୍ୱିତୀୟ ଦିନରେ ପୁତେଅଲି ସହରକୁ ଆସିଲୁ;
  9. ପୁତେଅଲିଜାହାଜରେପ୍ରେରି 28:13ପୁଣି, ସେ ସ୍ଥାନରୁ ବୁଲି ରେଗୀୟ ବନ୍ଦରରେ ପହଞ୍ଚିଲୁ ଦିନକ ପରେ ଦକ୍ଷିଣା ପବନ ବହିବାରୁ ଦ୍ୱିତୀୟ ଦିନରେ ପୁତେଅଲି ସହରକୁ ଆସିଲୁ;
  10. ଆପ୍ପୀୟଙ୍କ ହାଟପ୍ରେରି 28:15ଭାଇମାନେ ଆମ୍ଭମାନଙ୍କ ସମ୍ବାଦ ପାଇ ସେହି ସ୍ଥାନରୁ ଆପ୍ପୀୟଙ୍କ ହାଟ ଓ ତିନି ସରେଇଘର ପର୍ଯ୍ୟନ୍ତ ଆମ୍ଭମାନଙ୍କୁ ଭେଟିବା ପାଇଁ ଆସିଲେ, ପୁଣି, ପାଉଲ ସେମାନଙ୍କୁ ଦେଖି ଈଶ୍ବରଙ୍କ ଧନ୍ୟବାଦ କରି ସାହସ ପାଇଲେ।
  11. ତିନି ସରେଇଘରପ୍ରେରି 28:15ଭାଇମାନେ ଆମ୍ଭମାନଙ୍କ ସମ୍ବାଦ ପାଇ ସେହି ସ୍ଥାନରୁ ଆପ୍ପୀୟଙ୍କ ହାଟ ଓ ତିନି ସରେଇଘର ପର୍ଯ୍ୟନ୍ତ ଆମ୍ଭମାନଙ୍କୁ ଭେଟିବା ପାଇଁ ଆସିଲେ, ପୁଣି, ପାଉଲ ସେମାନଙ୍କୁ ଦେଖି ଈଶ୍ବରଙ୍କ ଧନ୍ୟବାଦ କରି ସାହସ ପାଇଲେ।
  12. ରୋମପ୍ରେରି 28:16ଆଉ ଆମ୍ଭେମାନେ ରୋମରେ ପ୍ରବେଶ କରନ୍ତେ, ପାଉଲଙ୍କୁ ନିଜ ପ୍ରହରୀ ସୈନ୍ୟ ସହିତ ସ୍ୱତନ୍ତ୍ର ବାସ କରିବା ନିମନ୍ତେ ଅନୁମତି ଦିଆଗଲା।

ରେଖାଗୁଡ଼ିକ ପାଠର କ୍ରମରେ ବିରାମସ୍ଥଳଗୁଡ଼ିକୁ ଯୋଡ଼େ। ଯେଉଁଠାରେ ରେଖା ଭୂମିର ଗଠନ ଅନୁସରଣ କରେ, ତାହା ଜଣେ ପଣ୍ଡିତ ପୁନର୍ଗଠନ କରିଥିବା ସମ୍ଭାବ୍ୟ ପଥ; ଅନ୍ୟତ୍ର ସିଧା ରେଖା — ପଥ ଜଣା ନାହିଁ। ଦୂରତା ବିରାମସ୍ଥଳ ମଧ୍ୟରେ ସିଧା ରେଖାରେ। ଭଙ୍ଗା ରେଖା: ଜାହାଜରେ। ଫିକା: ସ୍ଥାନ ଅନିଶ୍ଚିତ।

ପ୍ରତ୍ୟେକ ବିନ୍ଦୁ ସବୁଠାରୁ ସମ୍ଭାବ୍ୟ ଅବସ୍ଥାନ; ଫିକା ବିନ୍ଦୁ ଅର୍ଥ ଚିହ୍ନଟ ଅନିଶ୍ଚିତ। ଅବସ୍ଥାନ ଅଜ୍ଞାତ ଥିବା ସ୍ଥାନ ମାନଚିତ୍ରରେ ନାହିଁ।

ରୋମୀୟ ରାସ୍ତା: ପ୍ରାୟ ଖ୍ରୀଷ୍ଟପୂର୍ବ 300 – ଖ୍ରୀଷ୍ଟାବ୍ଦ 300ର ରୋମୀୟ ସାମ୍ରାଜ୍ୟର ରାସ୍ତା; ଡ୍ୟାସ୍ — ଅନୁମାନିତ ବୋଲି ଭାବାଯାଉଥିବା ରାସ୍ତା। ସେଗୁଡ଼ିକ ଦେଇ ଯାତ୍ରାର ଠିକ୍ ପଥ ପାଠରେ ବର୍ଣ୍ଣିତ ନୁହେଁ।

ଉତ୍ସ: OpenBible.info, CC BY 4.0 · Itiner-e © 2024 Brughmans, Pažout, de Soto, Bjerregaard Vahlstrup, CC BY 4.0 · UBS Bible Routes, Dr Leen Ritmeyer © United Bible Societies 2023, CC BY-SA 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର