ଅନୁସନ୍ଧାନ › ମାର୍ଗ › ଶାଉଲ ଯାବେଶ-ଗିଲୀୟଦକୁ ରକ୍ଷା କରନ୍ତି
ମାର୍ଗ
ଶାଉଲ ଯାବେଶ-ଗିଲୀୟଦକୁ ରକ୍ଷା କରନ୍ତି
ଗିବୀୟାରୁ ବେଷକ ଦେଇ ଯର୍ଦ୍ଦନ ପାରି · 4ଟି ବିରାମ · ସିଧା ରେଖାରେ ≈ 150 କି.ମି.
ଯେଉଁଠାରେ ରେଖା ଭୂମିର ଗଠନ ଅନୁସରଣ କରେ, ସେଠାରେ ତାହା ଜଣେ ପଣ୍ଡିତ ପୁନର୍ଗଠନ କରିଥିବା ସମ୍ଭାବ୍ୟ ରାସ୍ତା। ଦୂରତା ବିରାମଗୁଡ଼ିକ ମଧ୍ୟରେ ସିଧା ରେଖାରେ, ଆନୁମାନିକ; ପାଦରେ ଦିନ ପ୍ରତିଦିନ ପ୍ରାୟ 30 କି.ମି. ଧରି ଗଣାଯାଇଛି।
ବିରାମସ୍ଥଳ
- ଗିବୀୟାପ୍ର.ଶା 11:4
ଏଥିଉତ୍ତାରେ ଦୂତମାନେ ଶାଉଲଙ୍କ ବାସସ୍ଥାନ ଗିବୀୟାକୁ ଆସି ଲୋକମାନଙ୍କ କର୍ଣ୍ଣଗୋଚରରେ ସେହି ସବୁ କଥା କହିଲେ; ତହିଁରେ ସମସ୍ତ ଲୋକ ଆପଣା ଆପଣା ରବ ଉଠାଇ ରୋଦନ କଲେ।
- ବେଷକପ୍ର.ଶା 11:8
ତେବେ ସେ ବେଷକରେ ସେମାନଙ୍କୁ ଗଣନା କଲେ; ତହିଁରେ ଇସ୍ରାଏଲ-ସନ୍ତାନଗଣ ତିନି ଲକ୍ଷ ଓ ଯିହୁଦାର ତିରିଶ ହଜାର ଲୋକ ହେଲେ।
- ଯାବେଶ-ଗିଲୀୟଦପ୍ର.ଶା 11:9
ଏଥିଉତ୍ତାରେ ସେମାନେ ସେହି ଆଗତ ଦୂତମାନଙ୍କୁ କହିଲେ, “ତୁମ୍ଭେମାନେ ଯାବେଶ-ଗିଲୀୟଦର ଲୋକମାନଙ୍କୁ କୁହ, କାଲି ଖରା ବେଳେ ତୁମ୍ଭେମାନେ ଉଦ୍ଧାର ପାଇବ;” ତହିଁରେ ଦୂତମାନେ ଆସି ଯାବେଶର ଲୋକମାନଙ୍କୁ ତାହା ଜଣାନ୍ତେ, ସେମାନେ ଆନନ୍ଦିତ ହେଲେ।
- ଗିଲ୍ଗଲ୍ପ୍ର.ଶା 11:15
ତହିଁରେ ସମସ୍ତ ଲୋକ ଗିଲ୍ଗଲ୍କୁ ଗଲେ ଓ ସେହି ଗିଲ୍ଗଲ୍ରେ ସଦାପ୍ରଭୁଙ୍କ ସମ୍ମୁଖରେ ଶାଉଲଙ୍କୁ ରାଜା କଲେ; ଆଉ ସେସ୍ଥାନରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନେ ମଙ୍ଗଳାର୍ଥକ ବଳିଦାନ କଲେ; ପୁଣି, ସେହି ସ୍ଥାନରେ ଶାଉଲ ଓ ଇସ୍ରାଏଲର ସମସ୍ତ ଲୋକ ମହାଆନନ୍ଦ କଲେ।
ରେଖାଗୁଡ଼ିକ ପାଠର କ୍ରମରେ ବିରାମସ୍ଥଳଗୁଡ଼ିକୁ ଯୋଡ଼େ। ଯେଉଁଠାରେ ରେଖା ଭୂମିର ଗଠନ ଅନୁସରଣ କରେ, ତାହା ଜଣେ ପଣ୍ଡିତ ପୁନର୍ଗଠନ କରିଥିବା ସମ୍ଭାବ୍ୟ ପଥ; ଅନ୍ୟତ୍ର ସିଧା ରେଖା — ପଥ ଜଣା ନାହିଁ। ଦୂରତା ବିରାମସ୍ଥଳ ମଧ୍ୟରେ ସିଧା ରେଖାରେ। ଭଙ୍ଗା ରେଖା: ଜାହାଜରେ। ଫିକା: ସ୍ଥାନ ଅନିଶ୍ଚିତ।
ପ୍ରତ୍ୟେକ ବିନ୍ଦୁ ସବୁଠାରୁ ସମ୍ଭାବ୍ୟ ଅବସ୍ଥାନ; ଫିକା ବିନ୍ଦୁ ଅର୍ଥ ଚିହ୍ନଟ ଅନିଶ୍ଚିତ। ଅବସ୍ଥାନ ଅଜ୍ଞାତ ଥିବା ସ୍ଥାନ ମାନଚିତ୍ରରେ ନାହିଁ।
ଉତ୍ସ: OpenBible.info, CC BY 4.0 · UBS Bible Routes, Dr Leen Ritmeyer © United Bible Societies 2023, CC BY-SA 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର