ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ହିତୋପଦେଶ 15:1
ବାଇବେଲ ପଦ · IRV
ହିତୋପଦେଶ 15:1
କୋମଳ ଉତ୍ତର କ୍ରୋଧକୁ ଦମନ କରେ; ମାତ୍ର କଟୁ ବାକ୍ୟ କୋପ ଜନ୍ମାଏ।
ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ହିତୋପଦେଶ 15
ପ୍ରସଙ୍ଗରେ
1କୋମଳ ଉତ୍ତର କ୍ରୋଧକୁ ଦମନ କରେ; ମାତ୍ର କଟୁ ବାକ୍ୟ କୋପ ଜନ୍ମାଏ।
2ଜ୍ଞାନୀମାନଙ୍କ ଜିହ୍ୱା ପ୍ରକୃତ ରୂପେ ଜ୍ଞାନ ବ୍ୟକ୍ତ କରେ; ମାତ୍ର ମୂର୍ଖମାନଙ୍କର ମୁଖ ଅଜ୍ଞାନତା ଉଦ୍ଗାର କରେ।
3ସଦାପ୍ରଭୁଙ୍କ ଚକ୍ଷୁ ସବୁଠାରେ ଥାଇ ଅଧମ ଓ ଉତ୍ତମ ଲୋକଙ୍କୁ ନିରୀକ୍ଷଣ କରେ।
4ଶାନ୍ତ ଜିହ୍ୱା ଜୀବନ-ବୃକ୍ଷ ସ୍ୱରୂପ; ପୁଣି, କୁଟିଳ ଜିହ୍ୱା ଆତ୍ମା ଭଙ୍ଗ କରେ।
ଇଂରାଜୀରେ
Berean Standard BibleProverbs 15:1
A gentle answer turns away wrath, but a harsh word stirs up anger.କ୍ରସ୍ ରେଫରେନ୍ସ
ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।
ହିତୋ 10:12
ହିଂସା କଳି ଜନ୍ମାଏ, ମାତ୍ର ପ୍ରେମ ସବୁ ଅଧର୍ମ ଢାଙ୍କେ।ହିତୋ 25:15
ଦୀର୍ଘସହିଷ୍ଣୁତା ଦ୍ୱାରା ଶାସନକର୍ତ୍ତା ମଣାଯାଏ, ପୁଣି, କୋମଳ ଜିହ୍ୱା ଅସ୍ଥି ଭଗ୍ନ କରେ।ହିତୋ 15:18
କ୍ରୋଧୀ ଲୋକ କଳି ଜନ୍ମାଏ; ପୁଣି, କୋପ କରିବାକୁ ଧୀର ଲୋକ ବିବାଦ କ୍ଷାନ୍ତ କରେ।ହିତୋ 29:22
କ୍ରୋଧୀ ଲୋକ ବିବାଦ ଜନ୍ମାଏ, ପୁଣି, ରାଗାନ୍ଧ ଲୋକ ବହୁତ ଅଧର୍ମ କରେ।ହିତୋ 28:25
ବହୁପ୍ରତ୍ୟାଶୀ ପ୍ରାଣ ବିବାଦ ଜନ୍ମାଏ, ମାତ୍ର ଯେ ସଦାପ୍ରଭୁଙ୍କ ଉପରେ ନିର୍ଭର ରଖେ, ସେ ହୃଷ୍ଟପୁଷ୍ଟ ହେବ।ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର